Toptube Video Search Engine



Title:ଶ୍ରୀ ଗଣେଶ SHREE GANESHA | ଗୀତିନାଟ୍ୟ GITINATYA | Sidharth Music | Sidharth Bhakti | Sidharth TV
Duration:53:05
Viewed:3,217,572
Published:23-08-2017
Source:Youtube

ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ। ପାର୍ବତୀ ଏହାଙ୍କୁ ଦ୍ୱାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ । ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ । ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ । ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି । ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ । ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି। ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜା ହୁଏ । ରକ୍ତ ଚନ୍ଦ୍ର, ରକ୍ତ ପୁଷ୍ପରେ ଏହାଙ୍କୁ ପୂଜା କରାଯାଏ । ଏହାଙ୍କର ଗଜମସ୍ତକ, ଏକଦନ୍ତ, ଥନ୍ତଲ ପେଟ ଓ ସାପ ପଇତା । ଏହାଙ୍କର ବାହନ ମୂଷା । #sidharthbhakti #SidharthTV #NamitaAgrawal #SidharthMusic #OdiaAgana #SitaramAgrawal #odiabhajan #odiasong #jayjagannathtv



SHARE TO YOUR FRIENDS


Download Server 1


DOWNLOAD MP4

Download Server 2


DOWNLOAD MP4

Alternative Download :