Toptube Video Search Engine



Title:Sampurna Ramayana | Kiskindhya Kanda | ସମ୍ପୂର୍ଣ ରାମାୟଣ - କିଷ୍କିନ୍ଧ୍ୟା କାଣ୍ଡ | Dukhishyam Tripathy
Duration:02:02:10
Viewed:1,305,060
Published:19-06-2019
Source:Youtube

Album : Sampurna Ramayana (Kiskindhya Kanda) Singer : Dukhishyam Tripathy Written By : Baishya Sadashiba ------------------------------------------------------------------- || ବୈଶ୍ୟ ସଦାଶିବ କୃତ ସମ୍ପୂର୍ଣ ରାମାୟଣର କିଷ୍କିନ୍ଧ୍ୟା କାଣ୍ଡ || ସୁଗ୍ରୀବଙ୍କ ସଙ୍ଗେ ଶ୍ରୀରାମଙ୍କ ବନ୍ଧୁତା ସ୍ଥାପନ: ଇତି ମଧ୍ୟରେ ରାମ ଓ ଲକ୍ଷ୍ମଣ ପମ୍ପା ସରୋବର ନିକଟରେ ପହଞ୍ଚିଲେ । ପଥରେ ରାମ ଶବରୀର ଭକ୍ତିପୂର୍ଣ୍ଣ ଆତିଥ୍ୟ ଗ୍ରହଣ କରିଥିଲେ । ତତ୍ପରେ ସୁଗ୍ରୀବଙ୍କ ସନ୍ଧାନରେ ଦୁଇଭାଇ ଋଷ୍ୟମୁଖ ପର୍ବତ ଅଭିମୁଖେ ଯାତ୍ରା ଆରମ୍ଭ କଲେ । ସୁଗ୍ରୀବ ସେଠାରେ ରାମଲକ୍ଷ୍ମଣ ଦୁଇ ଭାଇଙ୍କୁ ଦେଖି ପ୍ରମାଦ ଗଣିଲା । ବାଳୀଙ୍କଦ୍ୱାରା ପ୍ରେରିତ ହୋଇ ସୁଗ୍ରୀବଙ୍କୁ ବଧ କରିବା ଉଦ୍ଦେଶ୍ୟରେ ଆସିଥାଇପାରନ୍ତି ଭାବି ଭୟଭୀତ ହେଲା । ତେବେ ସୁଗ୍ରୀବଙ୍କ ତରଫରୁ ତାଙ୍କ ମନ୍ତ୍ରୀ ହନୁମାନ ରାମ ଲକ୍ଷ୍ମଣଙ୍କୁ ଦେଖାକରି ସୁଗ୍ରୀବଙ୍କ ବିଷୟରେ କହିଲେ ଏବଂ ସୁଗ୍ରୀବଙ୍କ ସହ ରାମ ଲକ୍ଷ୍ମଣଙ୍କ ସାକ୍ଷତ କରାଇଲେ । ସେଠାରେ ବିଶ୍ରାମ ନେବାପରେ ସୁଗ୍ରୀବଙ୍କ ସହ ତାଙ୍କର ଦେଖା ହେଲା । ସୁଗ୍ରୀବଙ୍କ ଭାଇ ବାଳୀ ଇତିମଧ୍ୟରେ ସୁଗ୍ରୀବଙ୍କୁ ତଡ଼ିଦେଇ ନିଜେ କିଷ୍କିନ୍ଧ୍ୟାର ରାଜା ହୋଇଥିଲେ ଏବଂ ସୁଗ୍ରୀବଙ୍କ ସ୍ତ୍ରୀଙ୍କୁ ବଳପୂର୍ବକ ନେଇ ରାଣୀକରି ରଖିଥିଲେ । ସୁଗ୍ରୀବଙ୍କ ସହ ବନ୍ଧୁତା ସ୍ଥାପନ କଲାପରେ ରାମ ଆଶ୍ୱାସନା ଦେଲେ ଯେ ସେ ସୁଗ୍ରୀବଙ୍କୁ ତାଙ୍କ ରାଜ୍ୟ ଓ ସ୍ତ୍ରୀ ଫେରିପାଇବାରେ ସହାୟତା କରିବେ । ପ୍ରତିବଦଳରେ ସୁଗ୍ରୀବ ରାମଙ୍କୁ ସୀତାଙ୍କ ଉଦ୍ଧାରରେ ବାନର ସେନା ସହ ସାହାଯ୍ୟ କରିବାପାଇଁ ପ୍ରତିଶ୍ରୁତି ଦେଲେ । କିନ୍ତୁ ସମୟକ୍ରମେ ସୁଗ୍ରୀବ ତାଙ୍କ ପ୍ରତିଜ୍ଞା ଭୁଲିଯିବା ଦେଖି ତାରା, ସୁଗ୍ରୀବଙ୍କ ଦ୍ୱିତୀୟ ପତ୍ନୀ, ସୁଗ୍ରୀବଙ୍କୁ ଏ କଥା ମନେ ପକାଇଦେଇ ଲକ୍ଷ୍ମଣଙ୍କ କ୍ରୋଧରୁ ବଞ୍ଚିତ କରିପାରିଥିଲେ । ସୁଗ୍ରୀବ ତାଙ୍କର ସମସ୍ତ ବାନର ପାରିଷଦମାନଙ୍କୁ ଚାରି ଦିଗକୁ ପ୍ରେରଣ କରି ସୀତାଙ୍କ ସନ୍ଧାନ ନେବାକୁ ଆଦେଶ ଦେଲେ । ପୂର୍ବ, ପଶ୍ଚିମ ଏବଂ ଉତ୍ତର ଦିଗକୁ ଯାଇଥିବା ଦଳ ଖାଲି ହାତରେ ଫେରି ଆସିଲେ । ହେଲେ, ଅଙ୍ଗଦ ଓ ହନୁମାନ ଦକ୍ଷିଣ ଦିଗରୁ ସୂଚନା ଆଣିଲେ କି ସୀତାଙ୍କୁ ରାବଣ ହରଣ କରି ବେଇ ଲଙ୍କାରେ ବନ୍ଦୀ କରି ରଖିଛି। ଶ୍ରୀରାମଙ୍କଦ୍ୱାରା ବାଳୀବଧ: ରାମଙ୍କ ଆଦେଶମତେ ସୁଗ୍ରୀବ ବାଳୀଙ୍କୁ ଯୁଦ୍ଧ ପାଇଁ ଆମନ୍ତ୍ରଣ କଲେ । ପ୍ରଥମ ଯୁଦ୍ଧରେ ରାମ, ବାଳୀ ଓ ସୁଗ୍ରୀଙ୍କ ରୁପ ଏବଂ ଯୁଦ୍ଧ କୌଶଳରେ ଅଦ୍ଭୁତ ସାମଞ୍ଜସ୍ୟ ଦେଖି ଦ୍ୱନ୍ଦରେ ପଡ଼ିଗଲେ ଏବଂ ବାଳୀଙ୍କୁ ବଧ କରି ପାରିଲେ ନାହିଁ । ପରାଜିତ ସୁଗ୍ରୀବ ଅତ୍ୟନ୍ତ ଦୁଃଖରେ ରାମଙ୍କୁ କହିଲେ, "ପ୍ରଭୁ, ଆପଣ ଯଦି ବାଳୀ ବଧ ଚାହାଁନ୍ତିନି, ତେବେ ମୁଁ କଦାପି ବାଳୀଙ୍କୁ ଯୁଦ୍ଧପାଇଁ ଆମନ୍ତ୍ରଣ କରି ନ ଥାନ୍ତି" । ରାମ କିନ୍ତୁ କହିଲେ, "ତୁମ ଦୁଇ ଭାଇଙ୍କ ମଧ୍ୟରେ ଏତେ ସାମଞ୍ଜସ୍ୟ ଥିଲା ଯେ ମୁଁ ବାଳୀଙ୍କୁ ଠିକଭାବେ ଚିହ୍ନଟ କରି ପାରି ନ ଥିଲି" । ଏହା ପରେ ରାମ ଓ ଲକ୍ଷ୍ମଣ ସୁଗ୍ରୀବଙ୍କୁ ପୁଣି ବୁଝାଇ ଆଉଥରେ ଯୁଦ୍ଧରେ ଅବତ୍ତୀର୍ଣ୍ଣ ହେବା ନିମନ୍ତେ ପରାମର୍ଶ ଦେଲେ । ଏଇଥର କିନ୍ତୁ ବାଳୀଙ୍କୁ ସହଜରେ ଚିହ୍ନଟ କରିବାପାଇଁ ସୁଗ୍ରୀଙ୍କ ଗଳାରେ ଏକ ଫୁଲମାଳା ଗଳାଇଦେଲେ । ଦୁହିଁଙ୍କ ମଧ୍ୟରେ ଭୀଷଣ ଯୁଦ୍ଧ ହେଲା । ଯୁଦ୍ଧରେ ସୁଗ୍ରୀବଙ୍କ ପରାଜୟ ନିକଟ ହେବାର ଦେଖି, ରାମ ତାଙ୍କ ପ୍ରତିଜ୍ଞା ରକ୍ଷା ପୂର୍ବକ ବାଳୀକୁ ଶରବିଦ୍ଧ କରି ବଧ କଲେ । ସୁଗ୍ରୀବକୁ କିଷ୍କିନ୍ଧ୍ୟାର ରାଜା କରି ସୀତାଙ୍କ ସନ୍ଧାନରେ ପୁଣି ବ୍ୟାପୃତ ହେଲେ । ----------------------------------------------------------------------------------- 00:02 - RamaNka Saha Hanu Ra Bheta O Sugriba Saha Mitrata 36:15 - RamaNkara Dundubi Pingiba, Saptashala Chhedana O Bali Binasa 56:13 - Bali SriRamNka Kapthapakathana, BaliRa Mokhya, Sugriba Ra Rajyabhisheka O Tara RamaNku Abhishapa 1:10:42 - RamaNkara Malyabanta Basa, Laxmana Sugriba Pashe Gamana O Banara Senya Anayana 1:21:52 - Baka Ku SriRamaNka Baradana 1:30:38 - Sugriba Ra Pashe LaxmanNKu Gamana O Sugri Sahara Aasiba 1:51:00 - Sugribara Charidiga Duta Prerana, DakhinaKu Hanu Aadi Asta SenapatiNka Gamana 1:56:03 - AstabiraNka Pampasara Prabesa, Sampatitharu SitaNka Sandesha ................................................................................ Watch & Subscribe to our other YouTube Channels: 👉 Sidharth Bhakti : https://www.youtube.com/c/SidharthBhakti 👉 Sidharth Music: http://www.youtube.com/c/SidharthMusic  👉 Sidharth TV : http://www.youtube.com/c/SidharthTV  👉 Namita Agrawal : https://www.youtube.com/c/NamitaAgrawal ................................................................................. Enjoy & stay connected with us! 👉 Like us on Facebook : https://www.facebook.com/sidharthBhaktiOdia/ ........................................................................ #SidharthMusic #SidharthTV #NamitaAgrawal #SitaramAgrawal #SidharthBhakti #odiabhajan #odiasong #jayjagannathtv



SHARE TO YOUR FRIENDS


Download Server 1


DOWNLOAD MP4

Download Server 2


DOWNLOAD MP4

Alternative Download :