Toptube Video Search Engine



Title:ଯୋରନ୍ଦାପାହାଡ଼ରୁଗଳିପଡ଼ିଲି,ଗୋଡ଼ଖସିଗଲା,ଗଡ଼ିଗଡ଼ିତଳେ,ପ୍ରଭୁକେମିତିବଞ୍ଚେଇଲେ,ଶୁଣନ୍ତୁ ତାପରେ
Duration:40:00
Viewed:3,353
Published:03-07-2024
Source:Youtube

"ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀ ରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ର ସିଧା ପ୍ରସାରଣ I ଏହି ଚାନେଲ ରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧା ପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କ ର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥ ଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନା କୁ ବିଶ୍ୱ ଦରବାର ରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏 Watch "JAY JAGANNATH TV" on DTH: TATA PLAY -1799, Dish TV -1397, Airtel -615, Sun Direct-490, Videocon D2H -1397 Also available on all cable networks. For More Info please contact - 6372804618 Also, visit our other social media pages : Facebook: https://bit.ly/3kxvE7A Instagram: https://bit.ly/3KEpYDF YouTube: https://bit.ly/3KAQeyD Twitter: https://bit.ly/38JpX3U #jayjagannathtv #rathayatralive #namitaagrawal #sidharthtv #ଜୟଜଗନ୍ନାଥଟିଭି #sitaramagrawal #patitapaban_arati #patakalagidarshan #rathayatralive #purilive #JagannathPuriLIVE #rathayatra2022 #রথযাত্রা #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #रथयात्रा #उल्टारथ #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम #ஜேஜெகன்னாத் #jayjagannath #patitapaban_mangal_arati #rathajatra2023 #rathyatra2023 #rathayatralive #ghoshayathra #jayjagannthtv #rathyatra2024 #PuriLIVE #পুরিজগন্নাথ #पुरीजगन्नाथ #జగన్నాథ్ #జగన్నాథపురి #rathajatra2024 #carfestival #carfestivallive #rathayatra



SHARE TO YOUR FRIENDS


Download Server 1


DOWNLOAD MP4

Download Server 2


DOWNLOAD MP4

Alternative Download :